ଭୂଷଳରେ ଧାନମଣ୍ଡି ଉଦଘାଟନ

ଭୁବନ ବ୍ଲକ ଭୂଷଳ ସେବା ସମବାୟ ସମିତି ଠାରେ ବ୍ଲକର ପ୍ରଥମ ଧାନ ମଣ୍ଡି ଉଦଘାଟନ କରିଛନ୍ତି ବିଧାୟକ ଶତ୍ରୁଘନ ଜେନା, ସଭାପତି ସହଦେଵ ପରିଡା, ସରପଞ୍ଚ ଉତ୍ତମ ପଣ୍ଡା, ପୂର୍ବତନ ସମିତି ସଭ୍ୟ ବିମଲ ପଣ୍ଡା, ଚାଷୀ ପ୍ରତିନିଧି ଶୁଭେନ୍ଧୁ ମିଶ୍ର, ଭକ୍ତବନ୍ଧୁ ଦାସ ବିଜୟ ମହାନ୍ତ, ଅଶୋକ ଦାସ, ସୌମ୍ୟ ରଞ୍ଜନ ଦାସ,ଭୁବନ ସମବାୟ ସମିତି ପୂର୍ବତନ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଉପସ୍ଥିତ ଥିଲେ। ସଂପାଦକ ସୁଶାନ୍ତ କୁମାର ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମା ସରସ୍ବତୀ ରାଇସ ମିଲ ପ୍ରଥମ କରି 8 ଜଣ ଚାଷୀ ଙ୍କର 421 ବସ୍ତା ଓଜନ କରି 192.39 କୁଇଣ୍ଟାଲ ଧାନ ସଂଗ୍ରହ କରିଥିଲେ।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 19 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 14 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!