ଆତ୍ମସମର୍ପଣ କଲେ ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ ମାଓବାଦୀ

ଟପ କ୍ୟାଡ଼ର ମାଓ ନେତା ନିଖିଲ ଓ ଇନ୍ଦୁ ଙ୍କ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ଏସପି ଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି Iଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓବାଦୀ) ନିଖିଲ (ନିରଞ୍ଜନ ରାଉତ ), ଇନ୍ଦୁ (ଅଙ୍କିତା, ରଶ୍ମିତା ଲେଙ୍କା ) ଙ୍କ ସମେତ ଅନ୍ୟାନ୍ୟ ମାଓ କ୍ୟାଡ଼ର ସଶସ୍ତ୍ର ଆତ୍ମ ସମର୍ପଣ କରିଛନ୍ତି। କ୍ରାନ୍ତି ରାସ୍ତା ତ୍ୟାଗ କରି ଭାରତୀୟ ସମ୍ବିଧାନ ଅନୁସାରେ ଗଣତାନ୍ତିକ ପଦ୍ଧତିରେ କାର୍ଯ୍ୟ କରିବା ପାଇଁ ଶେଷ ରେ ନିଷ୍ପତ୍ତି ନେଇଛନ୍ତି। ଗଣମାଧ୍ୟମ ଜରିଆରେ ଓଡିଶା ସରକାର ଓ ଗୃହ ବିଭାଗ ଉଧେଶ୍ୟରେ ଖୋଲା ପତ୍ର ଜାରି କରିଥିଲେ ।ଦୁଇ ଦଶକ ରୁ ଅଧିକା ବର୍ଷ ହେଲା ସି. ପି. ଆଇ (ମାଓ ବାଦୀ )ର ରାୟଗଡ଼ା ଜିଲ୍ଲାରେ ସକ୍ରିୟ ଥିଲେ। ବାଶଧରା ଆଞ୍ଚଳିକ କମିଟି ଜରିଆରେ ସଂଗଠନ ରେ ସାମିଲ ଥିଲେ। ରାଜ୍ୟ ସରକାର ଯେଉଁ ଆତ୍ମସମର୍ପଣ ନୀତି ବନାଇଛନ୍ତି ଓ ଯେଉଁ ପ୍ରତିଶ୍ରୁତି ଦେଇଛନ୍ତି ଆତ୍ମ ସମର୍ପଣକାରି ମାଓ ବାଦୀଙ୍କ କ୍ଷେତ୍ରରେ ତାହାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରି କରିବ ପାଇଁ ସେମାନେ ଦାବି କରିଛନ୍ତି।।ଶେଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓ ବାଦୀ )ନିଖିଲ (ନିରଞ୍ଜନ ରାଉତ ), ଇନ୍ଦୁ (ଅଙ୍କିତା, ରଶ୍ମିତା ଲେଙ୍କା ) ଆତ୍ମ ସମର୍ପଣ ପରେ ରାୟଗଡ଼ା ଜିଲ୍ଲା ନକ୍ସଲ ମୁକ୍ତ ହୋଇଛି।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 19 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 14 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!