ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ ତା: ୦୫.୧.୨୦୨୬- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ ଅଧିକ୍ଷକ ସ୍ୱାତୀ ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ଆଇଟିଡ଼ିଏ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l

ଆଜି ମୋଟ ୭୦ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୫୨ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୮ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୮ ଜଣଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଭିଯୋଗ ଥିଲା ସେମାନଙ୍କ ମଧ୍ୟରୁ ୫ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ଏକ ଲକ୍ଷ ୧୦ ହଜାର ଟଙ୍କା ଏବଂ ତିନିଜଣକୁ ଜିଲ୍ଲା ରେଡକ୍ରସ ଫଣ୍ଡରୁ ୨୫ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

ଏହି ଶିବିରରେ ଜିଲ୍ଲାସ୍ଥରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦାନ କରିଥିଲେ l

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 13 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!