ମହିଳା ସୁରକ୍ଷାରେ ବିଜେପି ବିଫଳ: କଂଗ୍ରେସ ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କ ଆକ୍ରୋଶ

ରାୟଗଡ଼ା, : ମହିଳାଙ୍କୁ ସୁରକ୍ଷା ଦେବାରେ ବିଜେପି ସରକାର ବିଫଳ ହୋଇଛି। ଦେଶରେ ପଞ୍ଚାୟତରାଜ ବ୍ୟବସ୍ଥାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେଇପାରି ନାହାନ୍ତି ସରକାର। ୨୦୨୩ ମସିହାରେ ମହିଳାଙ୍କ ସଂରକ୍ଷଣ ପାଇଁ ବିଲ୍ ପାସ୍‌ ହୋଇଥିଲେ ହେଁ ତାକୁ କାର୍ଯ୍ୟକାରୀ କରିବାରେ ସଫଳ ହୋଇନାହାନ୍ତି। ରାୟଗଡ଼ାଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିରୋଧରେ ବର୍ଷି ଏଭଳି କହିଛନ୍ତି ମହିଳା କଂଗ୍ରେସ ସଭାନେତ୍ରୀ ମୀନାକ୍ଷୀ ବାହିନୀପତି ।

ସେ ଆହୁରି କହି ଛନ୍ତି, ଦେଶରେ ମହିଳାଙ୍କୁ ସରକାର ସୁରକ୍ଷା ଦେବାରେ ବିଫଳ ହୋଇ ଏବେବିରୋଧୀ ମୁଣ୍ଡରେ ଅଠା ବୋଳିବାକୁ ଉଦ୍ୟମ କରୁଛନ୍ତି। ପ୍ରଥମେ ସୀମା ନିର୍ଦ୍ଧାରଣ ଓ ପରେ ଜନଗଣନା ହେବା କଥା। କିନ୍ତୁ ସରକାର ନିଜ ସ୍ବାର୍ଥ କୁ ସବୁ ବେଳେ ଗୁରୁତ୍ବ ଦେଉଛନ୍ତି। ଏହି ବାର୍ଭାକୁ କଂଗ୍ରେସ ଦଳ ଘରେ ଘରେ ପହଞ୍ଚାଇବା ପାଇଁ ଉଦ୍ୟମ କରିବ। ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାୟଗଡ଼ା ବିଧାୟକ ଆପାଲାସ୍ଵାମୀ କାଡ୍ରାକା, ପ୍ରଦେଶ ମହିଳା କଂଗ୍ରେସ ଉପସଭାନେତ୍ରୀ ରତ୍ନମଣୀ ଉଲ୍ଲାକା, ପିସିସି ସମ୍ପାଦକ ଦୁର୍ଗାପ୍ରସାଦ ପଣ୍ଡା ଓ ଭୁକାଲି ସେଠୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ ।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ମହିଳା ସୁରକ୍ଷାରେ ବିଜେପି ବିଫଳ: କଂଗ୍ରେସ ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କ ଆକ୍ରୋଶ

    • By admin
    • April 23, 2026
    • 9 views
    ମହିଳା ସୁରକ୍ଷାରେ ବିଜେପି ବିଫଳ: କଂଗ୍ରେସ ନେତ୍ରୀ ମୀନାକ୍ଷୀ ବାହିନୀପତିଙ୍କ ଆକ୍ରୋଶ

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 134 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 24 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 29 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 60 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 20 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।
    error: Content is protected !!