କାଶୀପୁର ବିଚାର ବିଭାଗ ପକ୍ଷରୁ ସାପ୍ତାହିକ ଆଇନ ଅଚେତନତା କାର୍ଯ୍ୟକ୍ରମ।

ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତ ତାଲୁକ ଆଇନ ସେବା ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳନ ଉଦେଶ୍ୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ବ୍ଲକ ଅନ୍ତର୍ଗତ ଖୁରିଗାଁ ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ କରାଯାଇଥିଲା।କାର୍ଯ୍ୟକ୍ରମ ରେ ମୁଖ୍ୟବକ୍ତା ଭାବେ ପ୍ରଥମ ଶ୍ରେଣୀ ବିଚାରପତି ତଥା ତାଲୁକ ଆଇନ ସେବା କମିଟି ଅଧକ୍ଷା ଶ୍ରୀମତୀ ନର୍ମଦା କର ଯୋଗଦେଇଥିଲେ। କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ସ୍ୱମୀ ବିବେକାନନ୍ଦ ଙ୍କ ଜୀବନୀ, ତାଙ୍କର ମାର୍ଗଦର୍ଶନ ଓ ଭାରତୀୟ ସଂସ୍କୃତି ପରମ୍ପରାକୁ ବିଶ୍ୱସମ୍ବିଳନୀ ରେ ସମ୍ବର୍ଦ୍ଧନା ମାଧ୍ୟରେ ପରିଚିତ କରିବା ଇତ୍ୟାଦି ବିଷୟବସ୍ତୁ କୁ ଆଲକୋପାତ କରିଥିଲେ ଏବଂ କାର୍ଯ୍ୟକ୍ରମ ର ପ୍ରମୁଖ ବିଷୟବସ୍ତୁ ଯାହା’ ବାଲ୍ୟ ବିବାହ ଉଛେଦ ଓ ନିଶାମୁକ୍ତ ଭାରତ ସମନ୍ଧେ ବିସ୍ତାର ଭାବେ ନିଜ ବକ୍ତବ୍ୟ ଉପସ୍ଥାପନା କରିଥିଲେ।ବିଚାରପତି ଶ୍ରୀମତୀ କର କାର୍ଯ୍ୟକ୍ରମ ଟି ର ପ୍ରତିନିଧିତ୍ୱ କରିଥିଲେ। ଏହି ପରିପେକ୍ଷୀରେ କାଶୀପୁର ଓକିଲସଙ୍ଘ ସଭାପତି କନ୍ହେଇଲାଲ ଜଏନ, ଓକିଲ ପ୍ରେମାନନ୍ଦ ନାଏକ, ଓକିଲ ପ୍ରମୋଦ କୁମାର ନାୟକ, ଓକିଲ ରଞ୍ଜିତ କୁମାର ବୈଦ୍ୟ, କାଶୀପୁର ତାଲୁକ ଆଇନ ସେବା ସମିତି ସଦସ୍ୟ ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ।

  • Related Posts

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ନାରାୟଣପୁର ଗ୍ରାମପଞ୍ଚାୟତରେ ଦେଖିବାକୁ ମିଳିଛି ଏକ ଉଲ୍ଲେଖନୀୟ ସଫଳତା,ଯାହା ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଉଠିଛି।ପ୍ରଗତି ଡିଗ୍ରୀ କଲେଜର ଜଣେ ମେଧାବୀ ଛାତ୍ରୀ କୀର୍ତ୍ତିକା କାଡ୍ରାକା,ଯିଏକି ରାମନାଥ କାଡ୍ରାକାଙ୍କ କନ୍ୟା,ଆଇଆଇଟି ଜେଏଏମ୍ ୨୦୨୬…

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ରାୟଗଡ଼ା ଆଦିବାସୀ ମହାସଂଘ (ରାଆମ) ଦ୍ୱାରା ତାଡାମା ଗ୍ରାମ ପଞ୍ଚାୟତରେ ଆୟୋଜିତ ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ସଫଳତାର ସହ ଓ ଶାନ୍ତିଶୃଙ୍ଖଳାପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୨୧ ତାରିଖରେ ଆରମ୍ଭ ହୋଇ…

    Leave a Reply

    Your email address will not be published. Required fields are marked *

    You Missed

    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    • By admin
    • April 13, 2026
    • 129 views
    ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”

    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    • By admin
    • April 12, 2026
    • 20 views
    ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    • By admin
    • April 10, 2026
    • 25 views
    ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”

    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    • By admin
    • April 10, 2026
    • 59 views
    ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ

    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    • By admin
    • April 7, 2026
    • 18 views
    କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।

    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  

    • By admin
    • April 7, 2026
    • 13 views
    ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
    error: Content is protected !!