Main Story

Today Update

ଯୁବ ଉତ୍ସାହର ସ୍ପନ୍ଦନରେ ନୂଆସାହି ମାଟିଆଦିତ୍ୟ ଆଲୁମିନା ରିଫାଇନେରୀର ସହଯୋଗରେ ଜିଲ୍ଲାସ୍ତରୀୟ ଯୁବ ଭଲିବଲ୍ ଟୁର୍ଣ୍ଣାମେଣ୍ଟ

କାଶୀପୁର – ନୂଆସାହିର ମାଟି ଆଜି କେବଳ ଖେଳ ଦେଖିଲା ନୁହେଁ,ଦେଖିଲା ଯୁବ ସ୍ୱପ୍ନର ଉଡାଣ,ଦେଖିଲା ଏକତା, ଉତ୍ସାହ ଓ ଆଶାର ଅପୂର୍ବ ସମନ୍ୱୟ।କଂସାରିଗୁଡ଼ାସ୍ଥିତ ଆଦିତ୍ୟ ଆଲୁମିନା ରିଫାଇନେରୀଙ୍କ ସକ୍ରିୟ ସହଯୋଗରେ ନୂଆସାହିରେ ଆୟୋଜିତ ଜିଲ୍ଲାସ୍ତରୀୟ ଯୁବ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଯୁବମାନଙ୍କ…

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୬

ଦ୍ୱିତୀୟ ଦିବସରେ ମଞ୍ଚରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ଅତିଥି ଅଧିକାରୀଙ୍କ କର କମଳରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ମଞ୍ଚକାର୍ଯ୍ୟ ଆରମ୍ଭ ହୋଇଥିଲା । ଦ୍ୱିତୀୟ ଦିବସ ମେଳାରେ ମୂଖ୍ୟ ଅତିଥି ରୂପେ ଶ୍ରୀଯୁକ୍ତ ରବିନାରାୟଣ ପଣ୍ଡା- ଓଡ଼ିଶା ରାଜ୍ୟ ବିହନ ଓ…

ସଡକ ସୁରକ୍ଷା ମାସ ପାଳନ

ସରକାରୀ ଉଚ୍ଚ ବିଦ୍ୟାଳୟ,ସିକରପାଇ ଠାରେ ଆଜି ସଡ଼କ ସୁରକ୍ଷା ମାସରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୀଯୁକ୍ତ ରଞ୍ଜୀତ୍ କୁମାର ଗିରିଙ୍କ ସହଯୋଗରେ ରାୟଗଡ଼ା ଜିଲ୍ଲା ର ସଡ଼କ ପରିବହନ ଅଧିକାରୀ ଶ୍ରୀଯୁକ୍ତ ବୀନୟ କୁମାର…

ରାୟଗଡ଼ା ଜିଲ୍ଲାରେ ଅବୈଧ ବାଂଲାଦେଶୀ ଅନୁପ୍ରବେଶ କାରୀଙ୍କ ବିରୁଦ୍ଧରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ଏସପିଙ୍କୁ ଦେଲେ ଦାବିପତ୍ର ।

ରାୟଗଡ଼ା:୦୭.୦୧.୨୦୨୬ ରାୟଗଡ଼ା ଜିଲ୍ଲାର ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ଦିନକୁ ଦିନ ବୃଦ୍ଧି ପାଉଥିବା ଅବୈଧ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ନେଇ ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ (VHP) ପକ୍ଷରୁ ଗଭୀର ଚିନ୍ତା ପ୍ରକଟ କରାଯାଇଛି। ଆଜି ସଂଗଠନର କାର୍ଯ୍ୟକର୍ତ୍ତା…

ପlଣି ପଞ୍ଚାୟତ ଜନସଚେତନତା ରଥ ଶୁଭାରମ୍ଭ କଲେ ଜିଲ୍ଲାପାଳ l

ପାଣି ପଞ୍ଚାୟତ ପକ୍ଷ ପାଳନ ନିମନ୍ତେ ସଚେତନତା ରଥ ଶୁଭାରମ୍ଭ କରିଛନ୍ତି ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣି , ଭା.ପ୍ର.ସେl ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଏହି ରଥ ଶୁଭାରମ୍ଭ କରି ସପ୍ତାହ ବ୍ୟାପି ଏହି ରଥ ଜିଲ୍ଲାର ବିଭିନ୍ନ…

ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।

ରାୟଗଡ଼ା ଜିଲ୍ଲା ବିଷମ କଟକ ବ୍ଲକରୁ ଏକ ଅତ୍ୟନ୍ତ ଦୁଃଖଦ ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।ବିଷମ କଟକ ବ୍ଲକ ଅନ୍ତର୍ଗତ ପାଇକ ଡାକୁଲୁଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରାୟ ଦୁଇଟା ରୁ ତିନିଟା ସମୟରେ ହଠାତ୍ ଅଗ୍ନିକାଣ୍ଡ ଘଟିବାରୁ…

ପଞ୍ଚଦିବସୀୟ ଜିଲ୍ଲାସ୍ତରୀୟ କୄଷି ମହୋତ୍ସବ ଏବଂ କୃଷି ଯନ୍ତ୍ରପାତି ମେଳା – ୨୦୨୫ ଉଦ୍‌ଘାଟିତ

ରାୟଗଡ଼:-ତା. ୬/୦୧/୨୦୨୬-  କୄଷି ଓ କୄଷକ ସଶକ୍ତିକରଣ ବିଭାଗ  ଦ୍ୱାରା ଆୟୋଜିତ ପଞ୍ଚଦିବସୀୟ ଜିଲ୍ଲାସ୍ତରୀୟ କୄଷି ମହୋତ୍ସବ ଏବଂ କୃଷି ଯନ୍ତ୍ରପାତି ମେଳା –୨୦୨୫ ସ୍ଥାନୀୟ ଜି. ସି. ଡି ଉଚ୍ଚ ବିଦ୍ୟାଳୟ  ପଡ଼ିଆ, ରାୟଗଡ଼ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l ଜାନୁଆରୀ ୬…

ବଲେରୋ ଗାଡି ସହ ୩୫୬ ଲିଟର ବିଦେଶୀ ମଦ ଜବତ ,୨ ଗିରଫ

ରାୟଗଡା ଜିଲ୍ଲା ରାମନାଗୁଡା ପୋଲିସକୁ ବଡ ଧରଣର ସଫଳତା ମିଳିଛି । ଏକ ବଲେରୋ ଗାଡିରେ ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ୩୫୬ ଲିଟର ବିଦେଶୀ ମଦ ଜବତ କରିବା ସହ ୨ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ…

କାଶୀପୁର ବିଚାର ବିଭାଗ ପକ୍ଷରୁ ସାପ୍ତାହିକ ଆଇନ ଅଚେତନତା କାର୍ଯ୍ୟକ୍ରମ।

ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ପ୍ରଥମ ଶ୍ରେଣୀ ବିଚାର ବିଭାଗ ଅଦାଲତ ତାଲୁକ ଆଇନ ସେବା ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ପାଳନ ଉଦେଶ୍ୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ବ୍ଲକ ଅନ୍ତର୍ଗତ ଖୁରିଗାଁ ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ…

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ ତା: ୦୫.୧.୨୦୨୬- ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ ,ଆରକ୍ଷୀ…

You Missed

ଶିରିପୁରର ଗର୍ବ – କୀର୍ତ୍ତିକାଙ୍କ ବଡ଼ ସଫଳତା!”
ସ୍ୱର୍ଗତ ସୁରେନ୍ଦ୍ର ମେଲାକାଙ୍କ ସ୍ମୃତିରେ ରାତ୍ରୀକାଳୀନ ଭଲିବଲ୍ ଟୁର୍ଣ୍ଣାମେଣ୍ଟ
ଘଟଣାସ୍ଥଳକୁ  ବି.ଜେ.ଡି ଟିମ୍ – ତଦନ୍ତ ଆରମ୍ଭ”
ସିଜିମାଳୀରେ ଆଦିବାସୀଙ୍କ ଉପରେ ଅତ୍ୟାଚାର! ଆଦିବାସୀ ସମାଜ ପକ୍ଷରୁ ରାୟଗଡ଼ାରେ ଜରୁରୀ ବୈଠକ
କାଳବୈଶାଖୀ ତାଣ୍ଡବ ରେ ଘର ଭାଙ୍ଗି ଭୟଙ୍କର କ୍ଷୟକ୍ଷତି।
ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ  
error: Content is protected !!